ଆନନ୍ଦପୁର: ଝାଡ଼ାବାନ୍ତିରେ ୫୦ରୁ ଅଧିକ ଆକ୍ରାନ୍ତ, ୧୪ ଡାକ୍ତରଖାନାରେ ଭର୍ତ୍ତି

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ଅନ୍ତର୍ଗତ ସନ୍ତୋଷପୁର ଗାଁରେ ୫୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୧୪ ଜଣ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପୂର୍ବରୁ ୮ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଆଜି ସକାଳେ ଆଉ ୬ ଜଣ ଭର୍ତ୍ତି ହୋଇଛନ୍ତି। ଫକୀରପୁର ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରର ଏକ ଡାକ୍ତରୀ ଦଳ ଗାଁରେ ପହଞ୍ଚି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ଚିକିତ୍ସା କରୁଛନ୍ତି। ଆନନ୍ଦପୁର ଡାକ୍ତରଖାନାର ଭେଷଜ ବିଶେଷଜ୍ଞ ଡାକ୍ତର ପ୍ରମୋଦ କୁମାର ବେହେରା […]

anadpur

anadpur

Rakesh Mallick
  • Published: Saturday, 17 September 2016
  • Updated: 17 September 2016, 12:03 PM IST

Sports

Latest News

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ଅନ୍ତର୍ଗତ ସନ୍ତୋଷପୁର ଗାଁରେ ୫୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୧୪ ଜଣ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପୂର୍ବରୁ ୮ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଆଜି ସକାଳେ ଆଉ ୬ ଜଣ ଭର୍ତ୍ତି ହୋଇଛନ୍ତି।

ଫକୀରପୁର ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରର ଏକ ଡାକ୍ତରୀ ଦଳ ଗାଁରେ ପହଞ୍ଚି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ଚିକିତ୍ସା କରୁଛନ୍ତି।

ଆନନ୍ଦପୁର ଡାକ୍ତରଖାନାର ଭେଷଜ ବିଶେଷଜ୍ଞ ଡାକ୍ତର ପ୍ରମୋଦ କୁମାର ବେହେରା କହିଛନ୍ତି,“ସନ୍ତୋଷପୁର ଗାଁରେ ପ୍ରାୟ ୫୦ ଜଣ ଲୋକ ଝାଡ଼ାବାନ୍ତିରେ ଆକ୍ରନ୍ତ ହୋଇଛନ୍ତି। ୧୪ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖାଦ୍ୟରେ ବିଷକ୍ରିୟା ଯୋଗୁଁ ଲୋକେ ଝାଡ଼ାବାନ୍ତିର ଶିକାର ହୋଇଛନ୍ତି।”

ଗତ ଗୁରୁବାର ଦିନ ଝାଡ଼ାବାନ୍ତିରେ ସୁହାଗୀ ନାୟକ ନାମକ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଯାଇଥିବା ଗାଁ ଲୋକେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story