ଆନନ୍ଦପୁର: ଗତ ୭ ତାରିଖରେ ଆନନ୍ଦପୁର ବେଲବାହାଳିରେ କୁଶେଇ ସେତୁ ସ୍ଥାନ ପରିବର୍ତ୍ତନୁ ନେଇ ଘଟିଥିବା ପୋଲିସ-ଜନତା ସଂଘର୍ଷ ସ୍ଥଳ ଶୁକ୍ରବାର ୪ କଂଗ୍ରେସ ନେତା ପରିଦର୍ଶନ କରିଛନ୍ତି । ବିରୋଧୀ ଦଳ ନେତା ନରସିଂହ ମିଶ୍ର ବେଲବାହାଳରେ ପହଞ୍ଚିଛନ୍ତି । ସେହିପରି ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଜୟଦେବ ଜେନା ଏବଂ ଅନନ୍ତ ସେଠୀ ବେଲବାହାଳିରେ ପହଞ୍ଚି ସଂଘର୍ଷର କାରଣ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି । ଏହାସହ ଏହି ନେତାମାନେ ଆନ୍ଦୋଳନକାରୀଙ୍କ ସହ ଘଟଣା ନେଇ ୪ ନେତା ଆଲୋଚନା କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।