ବରଯାତ୍ରୀ ଗାଡ଼ି ଓଲଟି ୨୫ ଆହତ, ୯ ଗୁରୁତର କଟକ ସ୍ଥାନାନ୍ତର

ଆନନ୍ଦପୁର: ଆନନ୍ଦପୁର ଉପଖଣ୍ଡ ଭଗୁପୁର ନିକଟରେ ଆଜି ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ଥିଲା। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥାବସ୍ଥା ଗୁରୁତର ହେବାରୁ ୯ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବରଯାତ୍ରୀ ଗାଡ଼ିଟି ବିରବଲପୁରରୁ କରଞ୍ଜିଆ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

anandapur

anandapur

Rakesh Mallick
  • Published: Friday, 03 February 2017
  • Updated: 03 February 2017, 09:47 PM IST

Sports

Latest News

ଆନନ୍ଦପୁର: ଆନନ୍ଦପୁର ଉପଖଣ୍ଡ ଭଗୁପୁର ନିକଟରେ ଆଜି ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ଥିଲା। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥାବସ୍ଥା ଗୁରୁତର ହେବାରୁ ୯ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ବରଯାତ୍ରୀ ଗାଡ଼ିଟି ବିରବଲପୁରରୁ କରଞ୍ଜିଆ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos