ଓଡ଼ିଶାରେ ପହଞ୍ଚିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ରାଜ୍ୟ ଅତିଥି ଭବନକୁ ଯାଇଥିଲେ। ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ସେ ସଚିବାଳୟ ଯିବେ। ସେଠାରେ ରାଜ୍ୟର ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଜଗନମୋହନ ରେଡ୍ଡୀଙ୍କ ସହ ଆସିଥିବା ଅଧିକାରୀମାନେ ମଧ୍ୟ ଓଡ଼ିଶାର ପ୍ରଶାସନିକ ଅଧିକାରୀଙ୍କ ସହିତ ଆଲୋଚନା […]

Jagan Reddy r

Jagan Reddy r

Manoranjan Sial
  • Published: Tuesday, 09 November 2021
  • Updated: 09 November 2021, 05:02 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ରାଜ୍ୟ ଅତିଥି ଭବନକୁ ଯାଇଥିଲେ। ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ସେ ସଚିବାଳୟ ଯିବେ। ସେଠାରେ ରାଜ୍ୟର ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଜଗନମୋହନ ରେଡ୍ଡୀଙ୍କ ସହ ଆସିଥିବା ଅଧିକାରୀମାନେ ମଧ୍ୟ ଓଡ଼ିଶାର ପ୍ରଶାସନିକ ଅଧିକାରୀଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବାର ରହିଛି। ଏହା ପାରେ ସେ ଆନ୍ଧ୍ର ଫେରିଯିବେ ବୋଲି ଜଣାପଡ଼ିଛି।

ଜଗନମୋହନ ଓ ନବୀନଙ୍କ ଭେଟ୍‌ଘାଟ ସମୟରେ ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରେଡି ବ୍ୟାରେଜ୍ ପ୍ରକଳ୍ପ କଥା ଉଠିପାରେ। ଏହି ପ୍ରକଳ୍ପ ପାଇଁ ଓଡ଼ିଶାର ଜମିର ଆବଶ୍ୟକତା, ବିସ୍ଥାପିତଙ୍କୁ ଥଇଥାନ ବ୍ୟବସ୍ଥା ଓ ପ୍ରକଳ୍ପ ହେଲେ ଉପୁଜିବାକୁ ଥିବା ସମସ୍ୟାର କିଭଳି ସମାଧାନ ହୋଇପାରିବ, ସେ ନେଇ ଜଗନ କିଛି ପ୍ରସ୍ତାବ ରଖିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତା ସହ ପୋଲାଭରମ୍ ବିବାଦ ମଧ୍ୟ ଆଲୋଚନା ହୋଇପାରେ ବୋଲି ଆଶା କରାଯାଉଛି। ତେବେ ପୋଲାଭରମ୍‌ ପ୍ରସଙ୍ଗ ଏବେ କୋର୍ଟରେ ବିଚାରାଧୀନ ଥିବାରୁ ଏହା ସ୍ଥାନ ନପାଇପାରେ ବୋଲି ବିଶେଷଜ୍ଞ ଅନୁମାନ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story