ପଟ୍ଟାମୁଣ୍ଡାଇ(ଓଡ଼ିଶା ରିପୋର୍ଟର):କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଏକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁଙ୍କୁ ତାଲା ଠୁଙ୍କି ଛୁ ମାରିଥିଲେ ଦିଦି । ପଟ୍ଟାମୁଣ୍ଡାଇ ବ୍ଲକ ଶାସନ ଗାଁରୁ ଏହି ଅଭିଯୋଗ ଆସିଛି। ଦୀର୍ଘ ସମୟ ପରେ ବି ଘରକୁ ଛୁଆ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ।
ତେବେ ଅଙ୍ଗନବାଡ଼ି କେନ୍ଦ୍ର ଭିତରୁ ପିଲାଟିର କାନ୍ଦ ଶୁଣି ତାଲା ଭାଙ୍ଗିବା ସହ ଶିଶୁକୁ ଉଦ୍ଧାର କରିଥିଲେ । ବନ୍ଦ ଘର ଭିତରେ ଶିଶୁପୁତ୍ରଟି ଅସୁସ୍ଥ ହୋଇ ପଡ଼ିଥିବାନେଇ ସୂଚନା ମିଳିଛି । ତେବେ କାହିଁକି ଏବଂ କେଉଁ ପରିସ୍ଥିତିରେ ଅଙ୍ଗନୱାଡ଼ି କର୍ମୀ ଜଣକ ତାଲା ପକାଇ ପଳାଇଲେ, ତାହା ଜଣାପଡ଼ିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।