ରାଜଧାନୀରେ ଅଙ୍ଗନବାଡ଼ି କର୍ମୀଙ୍କ ବିକ୍ଷୋଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀର ରାଜରାସ୍ତାରେ ଅଙ୍ଗନବାଡି କର୍ମୀଙ୍କ ବିକ୍ଷୋଭ ସାଙ୍ଗକୁ ଧାରଣା। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଙ୍ଗନବାଡି ଲେଡିଜ୍ ଓ୍ୱାକର୍ସ ଆସୋସିଏସନ୍ ପକ୍ଷରୁ ଚାଲିଥିବା ବିକ୍ଷୋଭରେ ୫୦୦୦ରୁ ଅଧିକ ଅଙ୍ଗନବାଡି କର୍ମୀ ଓ ସହାୟିକା ସାମିଲ ହୋଇଥିଲେ। ଆଜି ଅଙ୍ଗନବାଡି କର୍ମୀ ଓ ସହାୟିକା ଏକ ବିଶାଳ ଶୋଭାଯାତ୍ରାରେ ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ଲୋୟର ପିଏମ୍‌ଜି ପର୍ଯ୍ୟନ୍ତ ଯାଇଥିଲେ। ଅଙ୍ଗନବାଡି କର୍ମୀ, ସହାୟିକା ଏବଂ ମିନି ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା […]

Rakesh Mallick
  • Published: Tuesday, 12 September 2017
  • Updated: 12 September 2017, 10:47 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀର ରାଜରାସ୍ତାରେ ଅଙ୍ଗନବାଡି କର୍ମୀଙ୍କ ବିକ୍ଷୋଭ ସାଙ୍ଗକୁ ଧାରଣା। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଙ୍ଗନବାଡି ଲେଡିଜ୍ ଓ୍ୱାକର୍ସ ଆସୋସିଏସନ୍ ପକ୍ଷରୁ ଚାଲିଥିବା ବିକ୍ଷୋଭରେ ୫୦୦୦ରୁ ଅଧିକ ଅଙ୍ଗନବାଡି କର୍ମୀ ଓ ସହାୟିକା ସାମିଲ ହୋଇଥିଲେ।

ଆଜି ଅଙ୍ଗନବାଡି କର୍ମୀ ଓ ସହାୟିକା ଏକ ବିଶାଳ ଶୋଭାଯାତ୍ରାରେ ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ଲୋୟର ପିଏମ୍‌ଜି ପର୍ଯ୍ୟନ୍ତ ଯାଇଥିଲେ। ଅଙ୍ଗନବାଡି କର୍ମୀ, ସହାୟିକା ଏବଂ ମିନି ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ, ମାସିକ ଦରମା  ୧୮୦୦୦ ଟଙ୍କା, ମିନି ଅଙ୍ଗନବାଡି କର୍ମୀଙ୍କୁ ଅଙ୍ଗନବାଡି କର୍ମୀର ମାନ୍ୟତା ପ୍ରଦାନ ପ୍ରମୁଖ ୧୨ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story