ରାଜଧାନୀରେ ଅଙ୍ଗନବାଡ଼ି କର୍ମୀଙ୍କ ବିକ୍ଷୋଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀର ରାଜରାସ୍ତାରେ ଅଙ୍ଗନବାଡି କର୍ମୀଙ୍କ ବିକ୍ଷୋଭ ସାଙ୍ଗକୁ ଧାରଣା। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଙ୍ଗନବାଡି ଲେଡିଜ୍ ଓ୍ୱାକର୍ସ ଆସୋସିଏସନ୍ ପକ୍ଷରୁ ଚାଲିଥିବା ବିକ୍ଷୋଭରେ ୫୦୦୦ରୁ ଅଧିକ ଅଙ୍ଗନବାଡି କର୍ମୀ ଓ ସହାୟିକା ସାମିଲ ହୋଇଥିଲେ।

ଆଜି ଅଙ୍ଗନବାଡି କର୍ମୀ ଓ ସହାୟିକା ଏକ ବିଶାଳ ଶୋଭାଯାତ୍ରାରେ ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ଲୋୟର ପିଏମ୍‌ଜି ପର୍ଯ୍ୟନ୍ତ ଯାଇଥିଲେ। ଅଙ୍ଗନବାଡି କର୍ମୀ, ସହାୟିକା ଏବଂ ମିନି ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ, ମାସିକ ଦରମା  ୧୮୦୦୦ ଟଙ୍କା, ମିନି ଅଙ୍ଗନବାଡି କର୍ମୀଙ୍କୁ ଅଙ୍ଗନବାଡି କର୍ମୀର ମାନ୍ୟତା ପ୍ରଦାନ ପ୍ରମୁଖ ୧୨ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’