ଆଜିଠୁ ଖୋଲୁଛି ଅଙ୍ଗନୱାଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପ୍ରାୟ ୧୦ ମାସ ବନ୍ଦ ରହିବା ପରେ ଆଜିଠୁ ରାଜ୍ୟରେ ଥିବା ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲୁଛି। ଦୀର୍ଘ ମାସ ପରେ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲୁଥିବାରୁ କୁନି ପିଲାଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି।  ହେଲେ କରୋନା ମହାମାରୀ କଟକଣା ଭିତରେ ଏହା ଖୋଲାଯିବ। ରାଜ୍ୟ ସରକାରଙ୍କ ଫେବୃଆରି ଗାଇଡ ଲାଇନ୍ ଅନୁଯାୟୀ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଖୋଲୁଛି।  କୌଣସି ସ୍ଥାନରେ କରୋନା ସଂକ୍ରମଣ ଦେଖା ଦେଲେ, କେନ୍ଦ୍ର ସରକାରଙ୍କ ଗାଇଡଲାଇନ ମାନି ଜିଲ୍ଲାପାଳ ବା […]

Anganwadi Centre

Anganwadi Centre

Madhupriya Mistry
  • Published: Monday, 01 February 2021
  • Updated: 01 February 2021, 08:42 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପ୍ରାୟ ୧୦ ମାସ ବନ୍ଦ ରହିବା ପରେ ଆଜିଠୁ ରାଜ୍ୟରେ ଥିବା ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲୁଛି। ଦୀର୍ଘ ମାସ ପରେ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲୁଥିବାରୁ କୁନି ପିଲାଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି।  ହେଲେ କରୋନା ମହାମାରୀ କଟକଣା ଭିତରେ ଏହା ଖୋଲାଯିବ।

ରାଜ୍ୟ ସରକାରଙ୍କ ଫେବୃଆରି ଗାଇଡ ଲାଇନ୍ ଅନୁଯାୟୀ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଖୋଲୁଛି।  କୌଣସି ସ୍ଥାନରେ କରୋନା ସଂକ୍ରମଣ ଦେଖା ଦେଲେ, କେନ୍ଦ୍ର ସରକାରଙ୍କ ଗାଇଡଲାଇନ ମାନି ଜିଲ୍ଲାପାଳ ବା ସ୍ଥାନୀୟ କର୍ତ୍ତୃପକ୍ଷ କଣ୍ଟେନମେଣ୍ଟ ଜୋନ ଘୋଷଣା କରିପାରିବେ । ସେହିପରି ପ୍ରାଥମି ସ୍କୁଲ ଖୋଲିବା ନେଇ ମଧ୍ୟ ଏସ୍ଓପି ପ୍ରସ୍ତୁତ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ବୈଷୟିକ  ଶିକ୍ଷା ବିଭାଗର ଅନୁମତି ନେଇ ଇଂଜିନିଅରିଂ କଲେଜ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନେଇ ପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story