ରେଲୱେ ଟ୍ରାକ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବେଣାଗାଡ଼ିଆ ନିକଟ ରେଲୱେ ଟ୍ରାକ୍‌ରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ବୟସ ୪୦ ବର୍ଷରୁ ଊର୍ଦ୍ଧ୍ୱ ହେବ। ତାଙ୍କ ପରିଚୟ ମିଳିନାହିଁ। ପୋଲିସ୍‌ ଘଟଣାର ତଦନ୍ତ କରୁଛି। ମହିଳା ଜଣଙ୍କ ଟ୍ରେନ୍‌ ଲାଇନ୍ ଦେଇ ଯାଉଥିବା ବେଳେ ଟ୍ରେନ୍‌ ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

Rakesh Mallick
  • Published: Sunday, 22 October 2017
  • Updated: 22 October 2017, 01:44 PM IST

ଅନୁଗୋଳ: ଅନୁଗୋଳ ଜିଲ୍ଲା ବେଣାଗାଡ଼ିଆ ନିକଟ ରେଲୱେ ଟ୍ରାକ୍‌ରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ବୟସ ୪୦ ବର୍ଷରୁ ଊର୍ଦ୍ଧ୍ୱ ହେବ। ତାଙ୍କ ପରିଚୟ ମିଳିନାହିଁ। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

ମହିଳା ଜଣଙ୍କ ଟ୍ରେନ୍‌ ଲାଇନ୍ ଦେଇ ଯାଉଥିବା ବେଳେ ଟ୍ରେନ୍‌ ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story