୮୦ ବଖରା ଘର ପାଉଁଶ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ବଡ଼ବନ୍ଧ ଗାଁରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮୦ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବା ସମ୍ଭବପର ହୋଇନଥିଲା। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇଯାଇଛି। ଘରେ ଥିବା ଧାନ, ଚାଉଳ ଓ ସମସ୍ତ […]

angul fire

angul fire

Rakesh Mallick
  • Published: Tuesday, 11 April 2017
  • Updated: 11 April 2017, 06:32 PM IST

Sports

Latest News

ଅନୁଗୋଳ: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ବଡ଼ବନ୍ଧ ଗାଁରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮୦ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବା ସମ୍ଭବପର ହୋଇନଥିଲା।

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇଯାଇଛି। ଘରେ ଥିବା ଧାନ, ଚାଉଳ ଓ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଯଥାଶୀଘ୍ର ବିପନ୍ନ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବାକୁ ସାଧାରଣରେ ଦାବି ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos