Advertisment

ଆଜି ଗାଁରେ ପହଞ୍ଚିବ ସହିଦ ଅଜିତ ସାହୁଙ୍କ ମରଶରୀର

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସିବ ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ଆଇଇଡି ବ୍ଲାଷ୍ଟରେ ସହିଦ ହୋଇଥିବା ଓଡ଼ିଆ ଯବାନ ଅଜିତ ସାହୁଙ୍କ ମରଶରୀର। ସୋମବାର ଜମ୍ମୁ ଓ କଶ୍ମୀରର ପୁଲୱାମାରେ ଅରିହଲ୍ ଅଞ୍ଚଳରେ ଯବାନଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିଲା। ଯବାନଙ୍କ ଗାଡ଼ି ଯିବା ବେଳେ ଏହି ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ହାବିଲଦାର ଅମରଜିତ କୁମାର ଏବଂ ଅଜିତ ସାହୁ ସହିଦ୍ ହୋଇଥିଲେ। ଏହି ଘଟଣା ପରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ ବଡ଼ସୁଆଳ ଗାଁରେ […]

ଅଦ୍ୟତନ ହୋଇଛି
ଆଜି ଗାଁରେ ପହଞ୍ଚିବ ସହିଦ ଅଜିତ ସାହୁଙ୍କ ମରଶରୀର

77777777777000000000000

Advertisment

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସିବ ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ଆଇଇଡି ବ୍ଲାଷ୍ଟରେ ସହିଦ ହୋଇଥିବା ଓଡ଼ିଆ ଯବାନ ଅଜିତ ସାହୁଙ୍କ ମରଶରୀର। ସୋମବାର ଜମ୍ମୁ ଓ କଶ୍ମୀରର ପୁଲୱାମାରେ ଅରିହଲ୍ ଅଞ୍ଚଳରେ ଯବାନଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିଲା। ଯବାନଙ୍କ ଗାଡ଼ି ଯିବା ବେଳେ ଏହି ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ହାବିଲଦାର ଅମରଜିତ କୁମାର ଏବଂ ଅଜିତ ସାହୁ ସହିଦ୍ ହୋଇଥିଲେ।

Advertisment

ଏହି ଘଟଣା ପରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ ବଡ଼ସୁଆଳ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି। ସହିଦ୍ ଅଜିତ ସାହୁଙ୍କ ପରିବାର ଭାଙ୍ଗି ପଡ଼ିଛନ୍ତି।

୨୦୧୫ ମସିହାରେ ଅଜିତ ସେନାରେ ସାମିଲ ହୋଇଥିଲେ। କିଛି ଦିନ ତଳେ ତାଙ୍କୁ ଜମ୍ମୁ ଓ କଶ୍ମୀରକୁ ବଦଳି କରାଯାଇଥିଲା।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe