ଆଉ ୭ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ଆଉ ୭ଟି ଲୋକସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଢେଙ୍କାନାଳରୁ ପୁରୁଣା ମୁହଁ କାମାକ୍ଷା ପ୍ରସାଦ ସିଂହଦେଓଙ୍କ ଉପରେ ପୁଣି ଭରସା କରିଛି ଦଳ। ଢେଙ୍କାନାଳ ଲୋକସଭା ଆସନ ପାଇଁ ଦଳ ତାଙ୍କୁ ପ୍ରାର୍ଥୀ କରିଛି। ବାଲେଶ୍ୱରରୁ ନବଜ୍ୟୋତି ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଛି। ନବଜ୍ୟୋତି ହେଉଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ। ପୁରୀରୁ ସତ୍ୟପ୍ରକାଶ ନାୟକଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ କେନ୍ଦ୍ରାପଡ଼ାରୁ ଧରଣୀଧର ନାୟକ, […]

congress

congress

Jitendra Garnayak
  • Published: Friday, 29 March 2019
  • Updated: 29 March 2019, 01:18 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ଆଉ ୭ଟି ଲୋକସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି।

ଢେଙ୍କାନାଳରୁ ପୁରୁଣା ମୁହଁ କାମାକ୍ଷା ପ୍ରସାଦ ସିଂହଦେଓଙ୍କ ଉପରେ ପୁଣି ଭରସା କରିଛି ଦଳ। ଢେଙ୍କାନାଳ ଲୋକସଭା ଆସନ ପାଇଁ ଦଳ ତାଙ୍କୁ ପ୍ରାର୍ଥୀ କରିଛି।

ବାଲେଶ୍ୱରରୁ ନବଜ୍ୟୋତି ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଛି। ନବଜ୍ୟୋତି ହେଉଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ।
ପୁରୀରୁ ସତ୍ୟପ୍ରକାଶ ନାୟକଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ କେନ୍ଦ୍ରାପଡ଼ାରୁ ଧରଣୀଧର ନାୟକ, କେନ୍ଦୁଝରରୁ ଫକୀର ମୋହନ ନାୟକ, ଭଦ୍ରକରୁ ମଧୁମିତା ସେଠୀ ଓ ଜଗତସିଂହପୁରରୁ ପ୍ରତିମା ମଲ୍ଲିକ ପ୍ରାର୍ଥୀ ହୋଇଛନ୍ତି।

ଏହା ପୂର୍ବରୁ କଂଗ୍ରେସ ଦୁଇଟି ପର୍ଯ୍ୟାୟରେ ରାଜ୍ୟର ୮ ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story