ଅନୁଗୋଳ: ଚିକିତ୍ସା ଅବହେଳାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ

ଅନୁଗୋଳ: ଚିକିତ୍ସା ଅବହେଳାରୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ସୃଷ୍ଟି ହୋଇଛି। ବନ୍ତଳା ଥାନା କହ୍ନେଇନଗର ଗ୍ରାମ ସରସ୍ୱତୀ ନାଏକ ଗତ ଶନିବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେ ୬ ମାସର ଗର୍ଭବତୀ ଥିଲେ। କିନ୍ତୁ ଚିତ୍ସାଳୟରେ ତାଙ୍କୁ ଉପଯୁକ୍ତ ଚିକିତ୍ସା ନ ମିଳିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

anugul

anugul

Rakesh Mallick
  • Published: Tuesday, 09 August 2016
  • Updated: 09 August 2016, 06:54 PM IST

Sports

Latest News

ଅନୁଗୋଳ: ଚିକିତ୍ସା ଅବହେଳାରୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ସୃଷ୍ଟି ହୋଇଛି।

ବନ୍ତଳା ଥାନା କହ୍ନେଇନଗର ଗ୍ରାମ ସରସ୍ୱତୀ ନାଏକ ଗତ ଶନିବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେ ୬ ମାସର ଗର୍ଭବତୀ ଥିଲେ। କିନ୍ତୁ ଚିତ୍ସାଳୟରେ ତାଙ୍କୁ ଉପଯୁକ୍ତ ଚିକିତ୍ସା ନ ମିଳିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story