Advertisment

ଆରୋଗ୍ୟ ହେଲେ ୧୦୧୧ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୦୧୧ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୪୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି। Another 1011 Covid patients have recovered and are being discharged on 21.11.2020 138 from Anugul114 from Khordha81 from Bolangir78 from Cuttack76 from Mayurbhanj45 from Baleswar45 from Jagatsinghpur43 […]

ଅଦ୍ୟତନ ହୋଇଛି
‘କରୋନାରୁ ସୁସ୍ଥ ପରେ ଭାଇରାଲ ରୋଗରେ ଆକ୍ରାନ୍ତ ଆଶଙ୍କା ଅଧିକ’

corona

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୦୧୧ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୪୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି।

Advertisment

https://twitter.com/HFWOdisha/status/1330144585817976838?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଅନୁଗୋଳରୁ ସର୍ବାଧିକ ୧୩୮ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୪, ବଲାଙ୍ଗିରରୁ ୮୧, କଟକରୁ ୭୮, ମୟୂରଭଞ୍ଜରୁ ୭୬, ବାଲେଶ୍ୱରରୁ ୪୫, ଜଗତସିଂହପୁରରୁ ୪୫, କେନ୍ଦ୍ରାପଡ଼ାରୁ ୪୩, କଳାହାଣ୍ଡିରୁ ୪୦, ସୁନ୍ଦରଗଡ଼ରୁ ୩୯, ବରଗଡ଼ରୁ ୩୪, ନୂଆପଡ଼ାରୁ ୨୯, ଯାଜପୁରରୁ ୨୮, ପୁରୀରୁ ୨୬, ଢେଙ୍କାନାଳରୁ ୨୪, କେନ୍ଦୁଝରରୁ ୨୦, ନବରଙ୍ଗପୁରରୁ ୧୯, ଝାରସୁଗୁଡ଼ାରୁ ୧୮, ସମ୍ୱଲପୁରରୁ ୧୬, ଗଞ୍ଜାମରୁ ୧୨, ନୟାଗଡ଼ରୁ ୧୨, ଭଦ୍ରକରୁ ୧୦, କନ୍ଧମାଳରୁ ୧୦, କୋରାପୁଟରୁ ୯, ସୋନପୁରରୁ ୯, ମାଲକାନଗିରିରୁ ୫, ଦେବଗଡ଼ରୁ ୩, ରାୟଗଡ଼ାରୁ ୩, ଗଜପତିରୁ ୨ ଓ ଷ୍ଟେଟ୍‌ ପୁଲରୁ ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe