Advertisment

ଆରୋଗ୍ୟ ହେଲେ ୧୦୧୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୦୧୯ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୨୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1019 Covid patients have recovered and are being discharged on 19.11.2020 141 from Sundargarh102 from Cuttack95 from Khordha75 from Anugul59 from Kendrapara55 from Mayurbhanj50 from Jagatsinghpur41 from Koraput39 […]

ଆରୋଗ୍ୟ ହେଲେ ୧୦୧୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

corona-kit

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୦୧୯ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୨୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1329417168543354880?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୪୧ ଜଣ ଅଛନ୍ତି। ସେହିପରି କଟକରୁ ୧୦୨, ଖୋର୍ଦ୍ଧାରୁ ୯୫, ଅନୁଗୋଳରୁ ୭୫, କେନ୍ଦ୍ରାପଡ଼ାରୁ ୫୯, ମୟୂରଭଞ୍ଜରୁ ୫୫, ଜଗତସିଂହପୁରରୁ ୫୦, କୋରାପୁଟରୁ ୪୧, ନୂଆପଡ଼ାରୁ ୩୯, କେନ୍ଦୁଝରରୁ ୩୭, ବରଗଡ଼ରୁ ୩୦, ପୁରୀରୁ ୨୯, ବାଲେଶ୍ୱରରୁ ୨୮, ଢେଙ୍କାନାଳରୁ ୨୬, ନବରଙ୍ଗପୁରରୁ ୨୪, ବଲାଙ୍ଗିରରୁ ୨୩, କଳାହାଣ୍ଡିରୁ ୨୨, ଯାଜପୁରରୁ ୨୧, ନୟାଗଡ଼ରୁ ୧୭, ଗଞ୍ଜାମରୁ ୧୫, ଝାରସୁଗୁଡ଼ାରୁ ୧୨, ସମ୍ୱଲପୁରରୁ ୧୨, ରାୟଗଡ଼ାରୁ ୧୦, ସୋନପୁରରୁ ୧୦, କନ୍ଧମାଳରୁ ୯, ଦେବଗଡ଼ରୁ ୫, ଭଦ୍ରକରୁ ୪, ମାଲକାନଗିରିରୁ ୪, ବୌଦ୍ଧରୁ ୩, ଗଜପତିରୁ ୧ ଓ ଷ୍ଟେଟ୍‌ ପୁଲରୁ ୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe