ମହାମାରୀ କରୋନାରୁ ୧୦୪୦୫ ଆରୋଗ୍ୟ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ୧୦୪୦୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୮୦୯୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 10405 Covid patients have recovered and are being discharged on 31.05.2021 1449 from Khordha954 from Cuttack908 from Anugul705 from Sundargarh564 from Mayurbhanj495 from Jajapur482 from Bhadrak472 […]

corona situation

corona situation

Manoranjan Sial
  • Published: Monday, 31 May 2021
  • Updated: 31 May 2021, 08:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ୧୦୪୦୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୮୦୯୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1399334083444953098?s=20

ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୪୯ ଜଣ ଅଛନ୍ତି। ସେହିପରି କଟକରୁ ୯୫୪, ଅନୁଗୋଳରୁ ୯୦୮, ସୁନ୍ଦରଗଡ଼ରୁ ୭୦୫, ମୟୂରଭଞ୍ଜରୁ ୫୬୪, ଯାଜପୁରରୁ ୪୯୫, ଭଦ୍ରକରୁ ୪୮୨, ପୁରୀରୁ ୪୭୨, ସମ୍ୱଲପୁରରୁ ୩୫୪, ବରଗଡ଼ରୁ ୩୩୧, ଜଗତସିଂହପୁରରୁ ୩୦୯, କେନ୍ଦ୍ରାପଡ଼ାରୁ ୩୦୫, ବଲାଙ୍ଗିରରୁ ୨୭୪, ନବରଙ୍ଗପୁରରୁ ୨୫୫, କୋରାପୁଟରୁ ୨୫୧, ଗଞ୍ଜାମରୁ ୨୪୨, ବୌଦ୍ଧରୁ ୨୦୦, ନୟାଗଡ଼ରୁ ୧୯୦, ଝାରସୁଗୁଡ଼ାରୁ ୧୮୬, ବାଲେଶ୍ୱରରୁ ୧୮୧, ରାୟଗଡ଼ାରୁ ୧୭୨, ଢେଙ୍କାନାଳରୁ ୧୫୫, କେନ୍ଦୁଝରରୁ ୧୪୯, ସୋନପୁରରୁ ୧୨୩, ଦେବଗଡ଼ରୁ ୧୦୬, ମାଲକାନଗିରିରୁ ୧୦୨, କନ୍ଧମାଳରୁ ୮୨, ଗଜପତିରୁ ୬୮, ନୂଆପଡ଼ାରୁ ୫୧, କଳାହାଣ୍ଡିରୁ ୩୬ ଓ ଷ୍ଟେଟ୍‌ ପୁଲରୁ ୨୫୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1399334092269776896?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story