ଆରୋଗ୍ୟ ହେଲେ ୧୦୭୮୧ କରୋନା ଆକ୍ରାନ୍ତ; କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ସୁସ୍ଥ ହେଲେ ୧୦୭୮୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୦୨୪୫୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 10781 Covid patients have recovered and are being discharged on 15.05.2021 1605 from Khordha1186 from Sundargarh966 from Cuttack566 from Kalahandi557 from Anugul530 from Bargarh458 from Sambalpur422 from Jharsuguda366 […]

Corona2

Corona2

Manoranjan Sial
  • Published: Saturday, 15 May 2021
  • Updated: 15 May 2021, 06:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ସୁସ୍ଥ ହେଲେ ୧୦୭୮୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୦୨୪୫୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1393543831597977601?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୦୫ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୧୮୬, କଟକରୁ ୯୬୬, କଳାହାଣ୍ଡିରୁ ୫୬୬, ଅନୁଗୋଳରୁ ୫୫୭, ବରଗଡ଼ରୁ ୫୩୦, ସମ୍ୱଲପୁରରୁ ୪୫୮, ଝାରସୁଗୁଡ଼ାରୁ ୪୨୨, ପୁରୀରୁ ୩୬୬, ନବରଙ୍ଗପୁରରୁ ୩୪୨, ଗଞ୍ଜାମରୁ ୨୮୫, ନୟାଗଡ଼ରୁ ୨୬୭, ବଲାଙ୍ଗିରରୁ ୨୫୮, ମୟୂରଭଞ୍ଜରୁ ୨୫୭, ନୂଆପଡ଼ାରୁ ୨୫୬, ବୌଦ୍ଧରୁ ୨୫୧, କୋରାପୁଟରୁ ୨୧୮, କେନ୍ଦୁଝରରୁ ୨୦୬, ଯାଜପୁରରୁ ୧୭୭, ଢେଙ୍କାନାଳରୁ ୧୬୩, ଭଦ୍ରକରୁ ୧୫୭, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୪୪, କେନ୍ଦ୍ରାପଡ଼ାରୁ ୧୪୩, ରାୟଗଡ଼ାରୁ ୧୩୧, ଦେବଗଡ଼ରୁ ୧୧୦, ବାଲେଶ୍ୱରରୁ ୯୭, ଗଜପତିରୁ ୯୧, କନ୍ଧମାଳରୁ ୭୬, ମାଲକାନଗିରିରୁ ୬୭ ଓ ଷ୍ଟେଟ୍‌ ପୁଲରୁ ୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1393543837033762822?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story