ଆଜି ରାଜ୍ୟରେ ୧୧ହଜାରରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ୧୧୦୯୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୯୨୦୨୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି। ଆଜି ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରୁ ଆଗରେ ରହିଛି ଖୋର୍ଦ୍ଧା। ଏହି ଜିଲ୍ଲାରୁ ସର୍ବାଧିକ ୧୮୫୯ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୧୫, ସୁନ୍ଦରଗଡ଼ରୁ ୮୪୦, ଅନୁଗୋଳରୁ ୭୨୯, କଳାହାଣ୍ଡିରୁ ୬୫୯, ମୟୂରଭଞ୍ଜରୁ ୬୪୨, […]

Corona

Corona

Ranjit Kumar Jena
  • Published: Tuesday, 01 June 2021
  • Updated: 01 June 2021, 11:11 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ୧୧୦୯୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୯୨୦୨୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।

ଆଜି ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରୁ ଆଗରେ ରହିଛି ଖୋର୍ଦ୍ଧା। ଏହି ଜିଲ୍ଲାରୁ ସର୍ବାଧିକ ୧୮୫୯ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୧୫, ସୁନ୍ଦରଗଡ଼ରୁ ୮୪୦, ଅନୁଗୋଳରୁ ୭୨୯, କଳାହାଣ୍ଡିରୁ ୬୫୯, ମୟୂରଭଞ୍ଜରୁ ୬୪୨, ବରଗଡ଼ରୁ ୪୫୦, ପୁରୀରୁ ୪୨୭ ସମ୍ବଲପୁରରୁ ୩୭୪ ଓ ବାଲେଶ୍ୱରରୁ ୩୨୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି କେନ୍ଦ୍ରାପଡ଼ାରୁ ୩୨୧, ନବରଙ୍ଗପୁରରୁ ୩୧୫, ଝାରସୁଗୁଡ଼ାରୁ ୩୦୧, କୋରାପୁଟରୁ ୨୭୬, ବୌଦ୍ଧରୁ ୨୪୧, ଜଗତସିଂହପୁରରୁ ୧୯୦, ଗଞ୍ଜାମରୁ ୧୮୦, ବଲାଙ୍ଗିରରୁ ୧୬୧, ରାୟଗଡ଼ାରୁ ୧୫୯, ଭଦ୍ରକରୁ ୧୫୧, ଢେଙ୍କାନାଳରୁ ୧୩୮, ଯାଜପୁରରୁ ୧୩୦, ନୟାଗଡ଼ରୁ ୧୨୫, ସୋନପୁରରୁ ୧୨୪, କେନ୍ଦୁଝରରୁ ୧୧୫, କନ୍ଧମାଳରୁ ୧୦୦, ଦେବଗଡ଼ରୁ ୯୭, ମାଲକାନଗିରିରୁ ୮୪, ନୂଆପଡ଼ାରୁ ୬୭, ଗଜପତିରୁ ୬୫ ଏବଂ ଷ୍ଟେଟ୍ ପୁଲରୁ ୩୩୨ ଜଣ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1399725492727652357?s=20

https://twitter.com/HFWOdisha/status/1399725500956917761?s=20

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮୯୨ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୮୪୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିର୍ଲ୍ଲାରୁ ସର୍ବାଧିକ ୧୨୨୨ ଜଣ ଥିବା ବେଳେ କଟକରୁ ୬୭୩, ବାଲେଶ୍ୱରରୁ ୫୬୬, ଯାଜପୁରରୁ ୫୦୭, ଢେଙ୍କାନାଳରୁ ୫୦୩, ପୁରୀରୁ ୪୬୭ ଓ ଅନୁଗୋଳ ଜିଲ୍ଲାରୁ ୪୫୬ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story