ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନ୍ୟ ପଟେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ରବିବାର ଓଡ଼ିଶାରେ ଆଉ ୧୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି। ଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୨୭୦୮ରେ ପହଞ୍ଚିଛି। Another 114 #Covid19 patients have recovered and are being discharged […]

odisha-covid19

odisha-covid19

Ranjit Kumar Jena
  • Published: Sunday, 14 June 2020
  • Updated: 14 June 2020, 03:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନ୍ୟ ପଟେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ରବିବାର ଓଡ଼ିଶାରେ ଆଉ ୧୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି। ଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୨୭୦୮ରେ ପହଞ୍ଚିଛି।

ଆଜି ସୁନ୍ଦରଗଡ଼ ସର୍ବାଧିକ ୩୦ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩ଜଣ, ଗଞ୍ଜାମରୁ ୧୭ଜଣ, କଟକରୁ ୧୧ଜଣ, ମୟୂରଭଞ୍ଜରୁ ୧୦ଜଣ, ଗଜପତିରୁ ୮ଜଣ, ବରଗଡ଼ରୁ ୫ଜଣ, ନୟାଗଡ଼ରୁ ୪ଜଣ, ବଲାଙ୍ଗିରରୁ ୩ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ବାଲେଶ୍ୱର, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏ ସୁସ୍ଥ ହୋଇଥିବା ସୂଚନା ମିଳିଛି।

ଆଜି ସକାଳେ ରାଜ୍ୟରେ ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚି ଯାଇଛି। ତା'ଛଡ଼ା କରୋନାରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story