ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ଆରୋଗ୍ୟ ହେଲେ ୧୧୫୦ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୬୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 4 each from Gajapati & Jharsuguda 2 from Boudh 1 from Nabarangpur The total recovered cases of Odisha now stand at 26887 — H & FW […]

corona

corona

Manoranjan Sial
  • Published: Thursday, 06 August 2020
  • Updated: 06 August 2020, 08:31 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ଆରୋଗ୍ୟ ହେଲେ ୧୧୫୦ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୬୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1291380617754501122?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୯୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୯୭, ରାୟଗଡ଼ାରୁ ୧୨୧, ସୁନ୍ଦରଗଡ଼ରୁ ୭୯, ଯାଜପୁରରୁ ୪୭, କୋରାପୁଟରୁ ୪୫, କଟକରୁ ୪୪, ପୁରୀରୁ ୪୦, ନୟାଗଡ଼ରୁ ୩୫, କେନ୍ଦୁଝରରୁ ୩୩, ବାଲେଶ୍ୱରରୁ ୨୫, କଳାହାଣ୍ଡିରୁ ୨୫, ମୟୂରଭଞ୍ଜରୁ ୨୪, ସମ୍ୱଲପୁରରୁ ୨୩, ବଲାଙ୍ଗିରିରୁ ୨୨, ଭଦ୍ରକରୁ ୧୫, କନ୍ଧମାଳରୁ ୧୪, ଜଗତସିଂହପୁରରୁ ୧୧, କେନ୍ଦ୍ରାପଡ଼ାରୁ ୧୧, ମାଲକାନଗିରିରୁ ୧୦, ନୂଆପଡ଼ାରୁ ୮, ବରଗଡ଼ରୁ ୭, ଢେଙ୍କାନାଳରୁ ୬, ଅନୁଗୋଳରୁ ୫, ସୁବର୍ଣ୍ଣପୁରରୁ ୫, ଝାରସୁଗୁଡ଼ାରୁ ୪, ଗଜପତିରୁ ୪, ବୌଦ୍ଧରୁ ୨ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଆଜି ସୁଦ୍ଧା ମହାମାରୀ କରୋନାରେ ୪୦୭୧୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୩୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୬୮୮୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୫ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story