କରୋନାରୁ ଆରୋଗ୍ୟ ହେଲେ ୧୧୮୨୧, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୧୧୮୨୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୨୬୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 11821 Covid patients have recovered and are being discharged on 17.05.2021 1921 from Sundargarh1596 from Khordha1052 from Cuttack575 from Kalahandi562 from Anugul533 from Sambalpur457 from Bargarh442 from […]

corona-warriors

corona-warriors

Manoranjan Sial
  • Published: Monday, 17 May 2021
  • Updated: 17 May 2021, 08:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୧୧୮୨୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୨୬୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1394282280311394308?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ଅଛନ୍ତି। ଏଠାରୁ ଆଜି ୧୯୨୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୋଳରୁ ୫୬୨, ସମ୍ୱଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡ଼ାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗିରିରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫, ବୌଦ୍ଧରୁ ୨୭୮, ବାଲେଶ୍ୱରରୁ ୨୬୦, ଯାଜପୁରରୁ ୨୩୭, ଗଞ୍ଜାମରୁ ୨୩୩, ନୂଆପଡ଼ାରୁ ୨୨୯,  କେନ୍ଦ୍ରାପଡ଼ାରୁ ୨୦୩, ଦେବଗଡ଼ରୁ ୧୯୯, ମୟୂରଭଞ୍ଜରୁ ୧୭୯, ନୟାଗଡ଼ରୁ ୧୭୪,ଜଗତସିଂହପୁରରୁ ୧୪୨, ରାୟଗଡ଼ାରୁ ୧୩୭,ସୋନପୁରରୁ ୧୩୪, ଢ଼େଙ୍କାନାଳରୁ ୧୨୯, ଗଜପତିରୁ ୧୨୦, କୋରାପୁଟରୁ ୧୨୦, କନ୍ଧମାଳରୁ ୮୫, ଭଦ୍ରକରୁ ୮୩, ମାଲକାନଗିରିରୁ ୫୮ ଓ ଷ୍ଟେଟ୍‌ ପୁଲରୁ ୩୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1394282286246367246?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story