ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧୯ ଜଣ ‘କରୋନା’ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ଭିତରେ ଯାଜପୁରରୁ ୬୦, କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ; ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୨୪୫ ଜଣ ‘କରୋନା’ରୁ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ଆଜି ସୁଦ୍ଧା ରାଜ୍ୟରେ ୨୧୦୪ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୮୫୦ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।