ସୁସ୍ଥ ହେଲେ ୧୧୯ କରୋନା ଆକ୍ରାନ୍ତ; କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧୯ ଜଣ ‘କରୋନା’ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ଭିତରେ ଯାଜପୁରରୁ ୬୦, କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ; ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୨୪୫ ଜଣ ‘କରୋନା’ରୁ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ […]

corona1

corona1

Manoranjan Sial
  • Published: Monday, 01 June 2020
  • Updated: 01 June 2020, 04:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧୯ ଜଣ ‘କରୋନା’ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ଭିତରେ ଯାଜପୁରରୁ ୬୦, କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ; ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୨୪୫ ଜଣ ‘କରୋନା’ରୁ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସୁଦ୍ଧା ରାଜ୍ୟରେ ୨୧୦୪ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୮୫୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos