ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୧୧୯୫୪ ଆକ୍ରାନ୍ତ। ଏମାନଙ୍କି ମିଶାଇ ୬୪୭୧୩୩ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୩୩୮ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୯୯୪, କଟକରୁ ୮୩୧, ଅନୁଗୋଳରୁ ୭୯୭, ଯାଜପୁରରୁ ୭୫୬, ସମ୍ୱଲପୁରରୁ ୭୦୨, ମୟୂରଭଞ୍ଜରୁ ୫୪୫, ପୁରୀରୁ ୪୨୪, ଭଦ୍ରକରୁ ୪୨୦, ନୟାଗଡ଼ରୁ ୪୧୯, ନବରଙ୍ଗପୁରରୁ ୪୧୦, ବାଲେଶ୍ୱରରୁ ୪୦୮, ଜଗତସିଂହପୁରରୁ ୩୩୦, ରାୟଗଡ଼ାରୁ ୩୦୭,କଳାହାଣ୍ଡିରୁ ୨୯୬, ବଲାଙ୍ଗିରିରୁ ୨୯୪, ଝାରସୁଗୁଡ଼ାରୁ ୨୯୨,କୋରାପୁଟରୁ ୨୫୮, ବରଗଡ଼ରୁ ୨୫୨, କେନ୍ଦୁଝରରୁ ୨୪୪, ସୋନପୁରରୁ ୨୨୦, ଗଞ୍ଜାମରୁ ୨୧୮, କେନ୍ଦ୍ରାପଡ଼ାରୁ ୧୯୩, ଢେଙ୍କାନାଳରୁ ୧୭୫, ନୂଆପଡ଼ାରୁ ୧୨୩, ବୌଦ୍ଧରୁ ୧୧୩, ଦେବଗଡ଼ରୁ ୧୦୪, କନ୍ଧମାଳରୁ ୧୦୧, ମାଲକାନଗିରିରୁ ୮୪, ଗଜପତିରୁ ୬୪ ଓ ଷ୍ଟେଟ୍ପୁଲରୁ ୨୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।