ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ ୧୨୦୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ୫୧୪୫୩୨ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 12077 Covid patients have recovered and are being discharged on 16.05.2021 2072 from Sundargarh1611 from Khordha916 from Cuttack580 from Anugul543 from Sambalpur462 from Bargarh453 from Puri437 […]

Corona

Corona

Manoranjan Sial
  • Published: Sunday, 16 May 2021
  • Updated: 16 May 2021, 08:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ ୧୨୦୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ୫୧୪୫୩୨ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1393934843935739912?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ଅଛନ୍ତି। ଏଠାରୁ ଆଜି ୨୦୭୨ ଜଣ ଆରୋଗ୍ୟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୬୧୧, କଟକରୁ ୯୧୬, ଅନୁଗୋଳରୁ ୫୮୦, ସମ୍ୱଲପୁରରୁ ୫୪୩, ବରଗଡ଼ରୁ ୪୬୨, ପୁରୀରୁ ୪୫୩, ବାଲେଶ୍ୱରରୁ ୪୩୭, ବଲାଙ୍ଗିରିରୁ ୪୩୫, ନବରଙ୍ଗପୁରରୁ ୪୨୯, ଝାରସୁଗୁଡ଼ାରୁ ୪୨୫, କଳାହାଣ୍ଡିରୁ ୪୦୧, ଭଦ୍ରକରୁ ୩୮୨, ନୂଆପଡ଼ାରୁ ୨୬୧, ଗଞ୍ଜାମରୁ ୨୧୮, ନୟାଗଡ଼ରୁ ୨୧୫, ସୋନପୁରରୁ ୨୧୩, କେନ୍ଦୁଝରରୁ ୨୧୦, ରାୟଗଡ଼ାରୁ ୧୭୬, ମୟୂରଭଞ୍ଜରୁ ୧୭୫, କେନ୍ଦ୍ରାପଡ଼ାରୁ ୧୫୬, ଢେଙ୍କାନାଳରୁ ୧୩୭, ଦେବଗଡ଼ରୁ ୧୩୬, ଜଗତସିଂହପୁରରୁ ୧୩୦, କୋରାପୁଟରୁ ୧୧୮, ଯାଜପୁରରୁ ୧୦୪, ଗଜପତିରୁ ୧୦୧, ବୌଦ୍ଧରୁ ୯୨, କନ୍ଧମାଳରୁ ୬୯, ମାଲକାନଗିରିରୁ ୬୩ ଓ ଷ୍ଟେଟ୍‌ ପୁଲରୁ ୩୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1393934848151015424?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story