/odisha-reporter/media/post_attachments/uploads/2020/09/corona-6.jpg)
corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୨୬୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୯୩୭୪୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
https://twitter.com/HFWOdisha/status/1326886347408252928?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୧୧୦, ସୁନ୍ଦରଗଡ଼ରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗିରରୁ ୭୬, କଟକରୁ ୭୪, କେନ୍ଦୁଝରରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡ଼ାରୁ ୬୧, ଜଗତସିଂହପୁରରୁ ୫୯, ବରଗଡ଼ରୁ ୫୭, କେନ୍ଦ୍ରାପଡ଼ାରୁ ୪୪, ପୁରୀରୁ ୪୩, ଢେଙ୍କାନାଳରୁ ୩୮, ସମ୍ୱଲପୁରରୁ ୩୦, ଯାଜପୁରରୁ ୨୮, କଳାହାଣ୍ଡିରୁ ୨୫, ଗଞ୍ଜାମରୁ ୨୨, ଭଦ୍ରକରୁ ୨୦, କୋରାପୁଟରୁ ୨୦, ନବରଙ୍ଗପୁରରୁ ୧୮, କନ୍ଧମାଳରୁ ୧୩, ଝାରସୁଗୁଡ଼ାରୁ ୧୨, ରାୟଗଡ଼ାରୁ ୧୧, ଦେବଗଡ଼ ୯, ନୟାଗଡ଼ରୁ ୯, ସୋନପୁରରୁ ୮, ମାଲକାନଗିରିରୁ ୬, ବୌଦ୍ଧରୁ ୨ ଓ ଷ୍ଟେଟ୍ ପୁଲରୁ ୧୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
