Advertisment

ଆରୋଗ୍ୟ ହେଲେ ୧୨୭୧ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୨୭୧ ଜଣ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୯୬୫୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି। Another 1271 Covid patients have recovered and are being discharged on 14.11.2020 146 from Khordha116 from Cuttack103 from Baleswar94 from Mayurbhanj66 from Anugul58 from Jagatsinghpur55 from Bargarh50 […]

author-image
Manoranjan Sial
ଅଦ୍ୟତନ ହୋଇଛି
ସିଡିଏ ସେକ୍ଟର-୭ରେ ଥିବା ଏକ ଘରୋଇ ହସ୍ପିଟାଲ୍ ବନ୍ଦ

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୨୭୧ ଜଣ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୯୬୫୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି।

Advertisment

https://twitter.com/HFWOdisha/status/1327599857486368772?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୬ ଜଣ ଅଛନ୍ତି। ସେହିପରି କଟକରୁ ୧୧୬, ବାଲେଶ୍ୱରରୁ ୧୦୩, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୬୬, ଜଗତସିଂହପୁରରୁ ୫୮, ବରଗଡ଼ରୁ ୫୫, କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୬, କେନ୍ଦୁଝରରୁ ୪୫, ବଲାଙ୍ଗିରରୁ ୪୩, କେନ୍ଦ୍ରାପଡ଼ାରୁ ୪୧, ନବରଙ୍ଗପୁରରୁ ୪୦, ଢେଙ୍କାନାଳରୁ ୩୫, ନୟାଗଡ଼ରୁ ୩୫, ସମ୍ୱଲପୁରରୁ ୩୦, ମାଲକାନଗିରିରୁ ୨୫, ସୁନ୍ଦରଗଡ଼ରୁ ୨୫, ଯାଜପୁରରୁ ୨୦, ରାୟଗଡ଼ାରୁ ୨୦, ଭଦ୍ରକରୁ ୧୯, ଝାରସୁଗୁଡ଼ାରୁ ୧୮, କୋରାପୁଟରୁ ୧୭, ସୋନପୁରରୁ ୧୬, ଗଞ୍ଜାମରୁ ୧୪, କନ୍ଧମାଳରୁ ୧୩, ଦେବଗଡ଼ରୁ ୧୧, ଗଜପତିରୁ ୫ ଓ ଷ୍ଟେଟ୍‌ ପୁଲରୁ ୩୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।