ଆରୋଗ୍ୟ ହେଲେ ୧୩୦୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୩୦୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୧୭୭୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1303 Covid patients have recovered and are being discharged on 18.11.2020 108 from Cuttack103 from Anugul101 from Mayurbhanj97 from Sundargarh96 from Khordha86 from Jharsuguda55 from Jagatsinghpur54 from […]

corona-3.1

corona-3.1

Manoranjan Sial
  • Published: Wednesday, 18 November 2020
  • Updated: 18 November 2020, 09:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୩୦୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୧୭୭୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1329049100923195393?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକରୁ ସର୍ବାଧିକ ୧୦୮ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡ଼ରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡ଼ାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ୱରରୁ ୫୪, କେନ୍ଦ୍ରାପଡ଼ାରୁ ୫୩, କେନ୍ଦୁଝରରୁ ୫୦, ବଲାଙ୍ଗିର ୪୬, ନୟାଗଡ଼ରୁ ୪୦, କୋରାପୁଟରୁ ୩୮, ବରଗଡ଼ରୁ ୩୭, ନୂଆପଡ଼ାରୁ ୩୭, ପୁରୀରୁ ୩୪, ସମ୍ୱଲପୁରରୁ ୩୨, ଯାଜପୁରରୁ ୩୦, ଗଞ୍ଜାମରୁ ୨୬, ସୋନପୁରରୁ ୨୫, ନବରଙ୍ଗପୁରରୁ ୨୨, ରାୟଗଡ଼ାରୁ ୧୪, ଢେଙ୍କାନାଳରୁ ୧୧, ମାଲକାନଗିରିରୁ ୧୦, ବୌଦ୍ଧରୁ ୭, ଗଜପତିରୁ ୪, ଦେବଗଡ଼ରୁ ୩, ଭଦ୍ରକରୁ ୨ ଓ ଷ୍ଟେଟ୍‌ ପୁଲରୁ ୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story