Advertisment

ଆରୋଗ୍ୟ ହେଲେ ୧୩୦୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୩୦୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୧୭୭୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1303 Covid patients have recovered and are being discharged on 18.11.2020 108 from Cuttack103 from Anugul101 from Mayurbhanj97 from Sundargarh96 from Khordha86 from Jharsuguda55 from Jagatsinghpur54 from […]

କୋଭିଡ୍ ଟେଷ୍ଟ ଟାର୍ଗେଟ ପୂରଣ କରିବାକୁ ୧୫ ଥର ନମୁନା ଦେଲେ ଡାକ୍ତର

corona-3.1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୩୦୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୧୭୭୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1329049100923195393?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକରୁ ସର୍ବାଧିକ ୧୦୮ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡ଼ରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡ଼ାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ୱରରୁ ୫୪, କେନ୍ଦ୍ରାପଡ଼ାରୁ ୫୩, କେନ୍ଦୁଝରରୁ ୫୦, ବଲାଙ୍ଗିର ୪୬, ନୟାଗଡ଼ରୁ ୪୦, କୋରାପୁଟରୁ ୩୮, ବରଗଡ଼ରୁ ୩୭, ନୂଆପଡ଼ାରୁ ୩୭, ପୁରୀରୁ ୩୪, ସମ୍ୱଲପୁରରୁ ୩୨, ଯାଜପୁରରୁ ୩୦, ଗଞ୍ଜାମରୁ ୨୬, ସୋନପୁରରୁ ୨୫, ନବରଙ୍ଗପୁରରୁ ୨୨, ରାୟଗଡ଼ାରୁ ୧୪, ଢେଙ୍କାନାଳରୁ ୧୧, ମାଲକାନଗିରିରୁ ୧୦, ବୌଦ୍ଧରୁ ୭, ଗଜପତିରୁ ୪, ଦେବଗଡ଼ରୁ ୩, ଭଦ୍ରକରୁ ୨ ଓ ଷ୍ଟେଟ୍‌ ପୁଲରୁ ୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe