ଆରୋଗ୍ୟ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୯୨୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 7 from Baragarh The total recovered cases of Odisha now stand at 39205 — H & FW Dept Odisha (@HFWOdisha) August 14, 2020 ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ […]

corona-3.1

Manoranjan Sial
  • Published: Friday, 14 August 2020
  • , Updated: 14 August 2020, 09:23 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୯୨୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1294283217831305217?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬୬ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ୱର ୭୧, ସୁନ୍ଦରଗଡ଼ରୁ ୬୩, ପୁରୀରୁ ୫୦, କଳାହାଣ୍ଡିରୁ ୪୪, କେନ୍ଦ୍ରାପଡ଼ାରୁ ୪୨, କୋରାପୁଟରୁ ୩୩, ନୟାଗଡ଼ରୁ ୩୩, ଢେଙ୍କାନାଳରୁ ୨୮, ଗଜପତିରୁ ୨୫, ନବରଙ୍ଗପୁରରୁ ୨୫, ସମ୍ୱଲପୁରରୁ ୨୪, ଭଦ୍ରକରୁ ୨୦, ଝାରସୁଗୁଡ଼ାରୁ ୧୯, ମୟୂରଭଞ୍ଜରୁ ୧୮, ନୂଆପଡ଼ାରୁ ୧୬, କନ୍ଧମାଳରୁ ୧୨, କେନ୍ଦୁଝରରୁ ୧୨, ରାୟଗଡ଼ାରୁ ୧୦, ଜଗତସିଂହପୁରରୁ ୯, ବଲାଙ୍ଗିରିରୁ ୮ ଓ ବରଗଡ଼ରୁ ୭ ଜଣ କରୋନାରୁ ଆରୋଗ୍ୟ ହୋଇଛନ୍ତି।

Related story