ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୭୯୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 1 from Nabarangpur The total recovered cases of Odisha now stand at 37900 — H & FW Dept Odisha (@HFWOdisha) August 13, 2020 ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ […]

coronavirus-shutter-3

coronavirus-shutter-3

Manoranjan Sial
  • Published: Thursday, 13 August 2020
  • Updated: 13 August 2020, 08:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୭୯୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1293919356850540546?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୨୫୫ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୨୮, ଗଜପତିରୁ ୧୩୯, ବଲାଙ୍ଗିରିରୁ ୧୦୦, ସମ୍ୱଲପୁରରୁ ୯୫, କଟକରୁ ୭୧, ସୁନ୍ଦରଗଡ଼ରୁ ୫୭, ପୁରୀରୁ ୪୫, ଭଦ୍ରକରୁ ୪୪, ରାୟଗଡ଼ାରୁ ୪୨, ଢେଙ୍କାନାଳରୁ ୩୭, କନ୍ଧମାଳରୁ ୩୬, ମାଲକାନଗିରିରୁ ୩୩, କେନ୍ଦୁଝରରୁ ୩୦, ବୌଦ୍ଧରୁ ୨୮, ନୟାଗଡ଼ରୁ ୨୮, ଝାରସୁଗୁଡ଼ାରୁ ୨୧, ମୟୂରଭଞ୍ଜରୁ ୨୦, ସୋନପୁରରୁ ୧୯, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୩, ଦେବଗଡ଼ରୁ ୧୨, କଳାହାଣ୍ଡିରୁ ୧୦, କେନ୍ଦ୍ରାପଡ଼ାରୁ ୭, ଯାଜପୁରରୁ ୪ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story