ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୭୯୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1293919356850540546?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୨୫୫ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୨୮, ଗଜପତିରୁ ୧୩୯, ବଲାଙ୍ଗିରିରୁ ୧୦୦, ସମ୍ୱଲପୁରରୁ ୯୫, କଟକରୁ ୭୧, ସୁନ୍ଦରଗଡ଼ରୁ ୫୭, ପୁରୀରୁ ୪୫, ଭଦ୍ରକରୁ ୪୪, ରାୟଗଡ଼ାରୁ ୪୨, ଢେଙ୍କାନାଳରୁ ୩୭, କନ୍ଧମାଳରୁ ୩୬, ମାଲକାନଗିରିରୁ ୩୩, କେନ୍ଦୁଝରରୁ ୩୦, ବୌଦ୍ଧରୁ ୨୮, ନୟାଗଡ଼ରୁ ୨୮, ଝାରସୁଗୁଡ଼ାରୁ ୨୧, ମୟୂରଭଞ୍ଜରୁ ୨୦, ସୋନପୁରରୁ ୧୯, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୩, ଦେବଗଡ଼ରୁ ୧୨, କଳାହାଣ୍ଡିରୁ ୧୦, କେନ୍ଦ୍ରାପଡ଼ାରୁ ୭, ଯାଜପୁରରୁ ୪ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।