/odisha-reporter/media/post_attachments/uploads/2020/10/corona-3.jpg)
corona
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୪୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୯୧୧୩୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1326165406030032897?s=20
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧ ଜଣ ଅଛନ୍ତି। ସେହିପରି କଟକରୁ ୧୦୭, ବରଗଡ଼ରୁ ୯୯, ସୁନ୍ଦରଗଡ଼ରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡ଼ାରୁ ୬୮, କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ୱରରୁ ୫୮, ପୁରୀରୁ ୫୭, ଅନୁଗୋଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗିରିରୁ ୪୯, କେନ୍ଦ୍ରାପଡ଼ାରୁ ୪୯, ସମ୍ୱଲପୁରରୁ ୪୩, ଯାଜପୁରରୁ ୪୧, ଝାରସୁଗୁଡ଼ାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯, କୋରାପୁଟରୁ ୧୨, ନୟାଗଡ଼ରୁ ୧୨, ରାୟଗଡ଼ାରୁ ୭, ଗଜପତିରୁ ୬, ଦେବଗଡ଼ରୁ ୫ ଓ ଷ୍ଟେଟ୍ ପୁଲରୁ ୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
