ଆରୋଗ୍ୟ ହେଲେ ୧୪୪୮ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୪୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୯୧୧୩୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1448 Covid patients have recovered and are being discharged on 10.11.2020 161 from Khordha107 from Cuttack99 from Bargarh98 from Sundargarh72 from Kalahandi70 from Jagatsinghpur68 from Nuapada66 from […]

corona

Manoranjan Sial
  • Published: Tuesday, 10 November 2020
  • , Updated: 10 November 2020, 08:48 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୪୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୯୧୧୩୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1326165406030032897?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧ ଜଣ ଅଛନ୍ତି। ସେହିପରି କଟକରୁ ୧୦୭, ବରଗଡ଼ରୁ ୯୯, ସୁନ୍ଦରଗଡ଼ରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡ଼ାରୁ ୬୮, କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ୱରରୁ ୫୮, ପୁରୀରୁ ୫୭, ଅନୁଗୋଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗିରିରୁ ୪୯,  କେନ୍ଦ୍ରାପଡ଼ାରୁ ୪୯, ସମ୍ୱଲପୁରରୁ ୪୩, ଯାଜପୁରରୁ ୪୧, ଝାରସୁଗୁଡ଼ାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯, କୋରାପୁଟରୁ ୧୨, ନୟାଗଡ଼ରୁ ୧୨, ରାୟଗଡ଼ାରୁ ୭, ଗଜପତିରୁ ୬, ଦେବଗଡ଼ରୁ ୫ ଓ ଷ୍ଟେଟ୍‌ ପୁଲରୁ ୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Related story