ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୧୪୬ କରୋନା ଆକ୍ରାନ୍ତ। ସୋମବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥିସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୮୫୪ରେ ପହଞ୍ଚିଛି। ଆଜି କଟକରେ ସର୍ବାଧିକ ୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩ଜଣ, ଗଞ୍ଜାମରୁ ୧୮ଜଣ, ମୟୂରଭଞ୍ଜରୁ ୧୩ଜଣ, ଗଜପତିରୁ ୧୨ଜଣ, ଭଦ୍ରକରୁ ୧୧ ଜଣ, ବଲାଙ୍ଗିରରୁ ୧୧ ଜଣ ସୁସ୍ଥ ହୋଇଛନ୍ତି। […]

covid19

covid19

Ranjit Kumar Jena
  • Published: Monday, 15 June 2020
  • Updated: 15 June 2020, 04:07 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୧୪୬ କରୋନା ଆକ୍ରାନ୍ତ। ସୋମବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥିସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୮୫୪ରେ ପହଞ୍ଚିଛି।

ଆଜି କଟକରେ ସର୍ବାଧିକ ୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩ଜଣ, ଗଞ୍ଜାମରୁ ୧୮ଜଣ, ମୟୂରଭଞ୍ଜରୁ ୧୩ଜଣ, ଗଜପତିରୁ ୧୨ଜଣ, ଭଦ୍ରକରୁ ୧୧ ଜଣ, ବଲାଙ୍ଗିରରୁ ୧୧ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ, କୋରାପୁଟ, ରାୟଗଡ଼ାରୁ ୫ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ କଳାହାଣ୍ଡିରୁ ୪ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଯାଜପୁର ଓ ନୟାଗଡ଼ରୁ ୩ଜଣ ଲେଖାଏ, ଢେଙ୍କାନାଳ, ନୂଆପଡ଼ା ଓ ପୁରୀରୁ ୨ଜଣ ଲେଖାଏ ଏବଂ ଜଗତସିଂହପୁରରୁ ଜଣେ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ସକାଳେ ରାଜ୍ୟରେ ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚି ଯାଇଛି। ତା'ଛଡ଼ା କରୋନାରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧ରେ ସ୍ଥିର ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story