Advertisment

ଆରୋଗ୍ୟ ହେଲେ ୧୪୬୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୪୬୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨୮୦୫୫୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1462 Covid patients have recovered and are being discharged on 03.11.2020 173 from Khordha128 from Cuttack104 from Kendrapara77 from Sundargarh72 from Anugul65 from Bolangir56 from Puri54 from […]

author-image
Manoranjan Sial
ଅଦ୍ୟତନ ହୋଇଛି
ଆରୋଗ୍ୟ ହେଲେ ୧୦୧୯ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

corona-kit

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୪୬୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ପର୍ଯ୍ୟନ୍ତ ୨୮୦୫୫୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1323631988553650176?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୩ ଜଣ ଅଛନ୍ତି। ସେହିପରି କଟକରୁ ୧୨୮, କେନ୍ଦ୍ରାପଡ଼ାରୁ ୧୦୪, ସୁନ୍ଦରଗଡ଼ରୁ ୭୭, ଅନୁଗୋଳରୁ ୭୨, ବଲାଙ୍ଗିରରୁ ୬୫, ପୁରୀରୁ ୫୬, ବାଲେଶ୍ୱରରୁ ୫୪, ଝାରସୁଗୁଡ଼ାରୁ ୫୪, ବରଗଡ଼ରୁ ୫୩, ଜଗତସିଂହପୁରରୁ ୫୩, ନବରଙ୍ଗପୁରରୁ ୪୭, ଯାଜପୁରରୁ ୪୨, ମୟୂରଭଞ୍ଜରୁ ୪୨, କେନ୍ଦୁଝରରୁ ୪୧, ଗଞ୍ଜାମରୁ ୩୯, ନୂଆପଡ଼ାରୁ ୩୬, କଳାହାଣ୍ଡିରୁ ୩୪, ବୌଦ୍ଧରୁ ୩୨, ସମ୍ୱଲପୁରରୁ ୩୨, ମାଲକାନଗିରିରୁ ୨୭, ଭଦ୍ରକରୁ ୨୫, କୋରାପୁଟରୁ ୨୪, ନୟାଗଡ଼ରୁ ୨୪, ଦେବଗଡ଼ରୁ ୧୬, ଢେଙ୍କାନାଳରୁ ୧୫, କନ୍ଧମାଳରୁ ୧୫, ସୋନପୁରରୁ ୧୫, ଗଜପତିରୁ ୭ ଓ ଷ୍ଟେଟ୍‌ ପୁଲରୁ ୬୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।