ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଉ ୧୫ ଜଣ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହେଲେ। ସେମାନେ ସମସ୍ତେ ଯାଜପୁର ଜିଲ୍ଲାର। ଏମାନଙ୍କୁ ମିଶାଇ ଅଜି ସୁଦ୍ଧା ରାଜ୍ୟରେ ୧୫୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
https://twitter.com/HFWOdisha/status/1260870627772125184?s=20
ଓଡ଼ିଶାରେ ୬୧୧ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କେବଳ ଯାଜପୁର ଜିଲ୍ଲାରୁ ଅଛନ୍ତି ୮୮ ଜଣ। ସେମାନଙ୍କ ଭିତରୁ ପୂର୍ବରୁ ୩୩ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ଆଉ ୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏବେ ଆଉ ୪୦ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛି। ଏମାନଙ୍କ ଭିତରୁ ଅଧିକାଂଶଙ୍କର କଲିକତା ଲିଙ୍କ ରହିଥିବା ଜଣାପଡ଼ିଛି।
ଆଜି ସୁଦ୍ଧା ‘କରୋନା’ରେ ରାଜ୍ୟ ୩ ଜଣଙ୍କୁ ମୃତ୍ୟୁ ଘଟିଥିବା ବେଳେ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ୧୫୦ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।
Miscellaneous
ଆମ୍ବଟାକୁଆ ମୃତ୍ୟୁ ଅନାହାରଜନିତ ନୁହେଁ, ଫୁଡ୍ ପଏଜନିଂ ପାଇଁ ହୋଇଛି : ଖାଦ୍ୟଯୋଗାଣ ମନ୍ତ୍ରୀ
ଅନାହାର ଯୋଗୁ ଆମ୍ବଟାକୁଆ ଜାଉ ଖାଇବା ଘଟଣା ସମ୍ପୂର୍ଣ୍ଣ ମିଛ । ବିରୋଧୀ ଦଳ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛି ।
Miscellaneous
ପାଠଶାଳାରେ ନୂଆ ବିଦ୍ୟାର୍ଥୀ: ରାଧିକା ଓ ଜଗୁ
ଗୋଠ ଛଡା ହେଉ ବା ଶିଶୁ ହାତୀକୁ ତାଲିମ ଦେବା ପାଇଁ କୁମାରଖୁଣ୍ଟିରେ ରହିଛି ପାଠଶାଳା। ଆସାମରୁ ଆସିଥିବା ମାହୁନ୍ତ ଓ ବିଶେଷଜ୍ଞମାନେ ହାତୀଙ୍କୁ ପାଠ ପଢ଼ାଉଛନ୍ତି।
Miscellaneous
ଗୁହାଳରେ ପଶି ବାଛୁରୀ ନେଇଗଲା ବାଘ!
ଉଦଳା ବନାଞ୍ଚଳ ଚଡଦା ଗାଁର ଶଙ୍କର ମାରାଣ୍ଡି ମଙ୍ଗଳବାର ରାତିରେ ନିଜ ଗୁହାଳରେ ବାଛୁରୀ ବାନ୍ଧି ଥିଲେ। କିନ୍ତୁ ଆଜି ସକାଳେ ଗୁହାଳରେ ବାଛୁରୀକୁ ପାଇନଥିଲେ। ବହୁ ଖୋଜା ଖୋଜି ପରେ ବିଲ ମଝିରେ ବାଛୁରୀର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ।