ଆରୋଗ୍ୟ ହେଲେ ୧୫୦୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୫୦୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୩୭୭୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 14 from Jharsuguda 14 from Kendrapara 4 from Deogarh 1 from Puri The total recovered cases of Odisha now stand at 43779 — H & FW Dept Odisha […]

coronavirus

coronavirus

Manoranjan Sial
  • Published: Monday, 17 August 2020
  • Updated: 17 August 2020, 08:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୫୦୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୩୭୭୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1295365691072106496?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୩୨ ଜଣ ଅଛନ୍ତି। ସେହିପରି କଟକରୁ ୧୩୧, ରାୟଗଡ଼ାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ୱରରୁ ୧୦୧, ଖୋର୍ଦ୍ଧାରୁ ୯୯, ଢେଙ୍କାଳନରୁ ୬୩, ମୟୂରଭଞ୍ଜରୁ ୫୧, ଗଜପତିରୁ ୪୯, କୋରାପୁଟରୁ ୪୯, ମାଲକାନଗିରିରୁ ୪୨, ଭଦ୍ରକରୁ ୩୮, ଜଗତସିଂହପୁରରୁ ୩୮, କନ୍ଧମାଳରୁ ୩୭, ବଲାଙ୍ଗିରିରୁ ୩୬, ଯାଜପୁରରୁ ୩୬, ସମ୍ୱଲପୁରରୁ ୩୫, ନୟାଗଡ଼ରୁ ୩୪, କଳାହାଣ୍ଡିରୁ ୩୧, ନବରଙ୍ଗପୁରରୁ ୩୧, ନୂଆପଡ଼ାରୁ ୩୧, ସୋନପୁରରୁ ୩୦, କେନ୍ଦୁଝରରୁ ୨୦, ଅନୁଗୋଳରୁ ୧୮, ବରଗଡ଼ରୁ ୧୫, ଝାରସୁଗୁଡ଼ାରୁ ୧୪, କେନ୍ଦ୍ରାପଡ଼ାରୁ ୧୪, ଦେବଗଡ଼ରୁ ୪ ଓ ପୁରୀରୁ ଜଣେ ଲେଖାଏ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos