/odisha-reporter/media/post_attachments/uploads/2020/09/CORONA-11-1-2.jpg)
CORONA-11-(1)
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୫୨୦ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୮୨୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1323990251694514177?s=20
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୫ ଜଣ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୧୩, କଟକରୁ ୧୦୨, ଜଗତସିଂହପୁରରୁ ୯୪, ଅନୁଗୋଳରୁ ୮୯, ନୂଆପଡ଼ାରୁ ୭୦, ଝାରସୁଗୁଡ଼ାରୁ ୬୮, ସୁନ୍ଦରଗଡ଼ରୁ ୬୫, ବଲାଙ୍ଗିରିରୁ ୬୩, କେନ୍ଦ୍ରାପଡ଼ାରୁ ୫୩, ବାଲେଶ୍ୱରରୁ ୫୦, ଯାଜପୁରରୁ ୪୮, ବରଗଡ଼ରୁ ୪୬, ପୁରୀରୁ ୪୫, ଗଞ୍ଜାମରୁ ୩୬, କେନ୍ଦୁଝରରୁ ୩୦, ସମ୍ୱଲପୁରରୁ ୨୭, ଭଦ୍ରକରୁ ୨୬, ଢେଙ୍କାନାଳରୁ ୨୫, ସୋନପୁରରୁ ୨୫, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୪, ବୌଦ୍ଧରୁ ୧୭, ନବରଙ୍ଗପୁରରୁ ୧୬, ନୟାଗଡ଼ରୁ ୧୬, ଦେବଗଡ଼ରୁ ୧୧, ରାୟଗଡ଼ାରୁ ୧୦, କନ୍ଧମାଳରୁ ୮, ମାଲକାନଗିରିରୁ ୮ ଓ ଷ୍ଟେଟ୍ ପୁଲରୁ ୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
