ଆରୋଗ୍ୟ ହେଲେ ୧୫୨୧ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୫୨୧ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୮୯୬୮୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1521 Covid patients have recovered and are being discharged on 09.11.2020 151 from Khordha124 from Sundargarh114 from Cuttack108 from Anugul95 from Mayurbhanj90 from Jagatsinghpur81 from Nuapada72 from […]

corona

Manoranjan Sial
  • Published: Monday, 09 November 2020
  • , Updated: 09 November 2020, 09:23 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୫୨୧ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୮୯୬୮୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1325813617011298304?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୫୧ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୨୪, କଟକରୁ ୧୪, ଅନୁଗୋଳରୁ ୧୦୮, ମୟୂରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡ଼ାରୁ ୮୧, କେନ୍ଦ୍ରାପଡ଼ାରୁ ୭୨, ଢେଙ୍କାନାଳରୁ ୬୮, ପୁରୀରୁ ୬୩, ବରଗଡ଼ରୁ ୬୧, ବାଲେଶ୍ୱରରୁ ୫୯, ବଲାଙ୍ଗିରରୁ ୫୫, ନୟାଗଡ଼ରୁ ୪୯, ଯାଜପୁରରୁ ୩୮, କେନ୍ଦୁଝରରୁ ୩୩, ସମ୍ୱଲପୁରରୁ ୩୩, କଳାହାଣ୍ଡିରୁ ୩୧, ମାଲକାନଗିରିରୁ ୨୯, ସୋନପୁରରୁ ୨୩, ନବରଙ୍ଗପୁରରୁ ୨୦, କୋରାପୁଟରୁ ୧୯, ଗଞ୍ଜାମରୁ ୧୮, ଝାରସୁଗୁଡ଼ାରୁ ୧୭, ରାୟଗଡ଼ାରୁ ୧୩, କନ୍ଧମାଳରୁ ୧୧, ଭଦ୍ରକରୁ ୧୦, ଦେବଗଡ଼ରୁ ୪, ଗଜପତିରୁ ୩, ଷ୍ଟେଟ୍‌ ପୁଲରୁ ୧୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Related story