Advertisment

ଆରୋଗ୍ୟ ହେଲେ ୧୫୨୭ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୫୨୭ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୭୯୦୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1527 Covid patients have recovered and are being discharged on 02.11.2020 127 from Baleswar127 from Sundargarh115 from Khordha107 from Cuttack104 from Nuapada89 from Jagatsinghpur70 from Anugul60 […]

author-image
Manoranjan Sial
ଆରୋଗ୍ୟ ହେଲେ ୬୪୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

corona-updates

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୧୫୨୭ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୭୯୦୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1323278256938708992?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୨୭ ଜଣ ଲେଖାଏଁ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡ଼ାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୋଳରୁ ୭୦, ଯାଜପୁରରୁ ୬୦, ବରଗଡ଼ରୁ ୫୬, ପୁରୀରୁ ୪୬, ମୟୂରଭଞ୍ଜରୁ ୪୫, ଢେଙ୍କାନାଳରୁ ୪୪, କେନ୍ଦୁଝରରୁ ୪୪, ବଲାଙ୍ଗିରରୁ ୪୨, ଭଦ୍ରକରୁ ୪୧, କେନ୍ଦ୍ରାପଡ଼ାରୁ ୪୧, ସମ୍ୱଲପୁରରୁ ୪୧, କଳାହାଣ୍ଡିରୁ ୩୬, କୋରାପୁଟରୁ ୩୪, ମାଲକାନଗିରିରୁ ୩୨, ସୋନପୁରରୁ ୨୮, ନୂଆପଡ଼ାରୁ ୨୬, କନ୍ଧମାଳରୁ ୨୩, ଝାରସୁଗୁଡ଼ାରୁ ୨୨, ଗଞ୍ଜାମରୁ ୨୦, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୬, ରାୟଗଡ଼ାରୁ ୧୫, ଦେବଗଡ଼ରୁ ୧୩, ଗଜପତିରୁ ୬ ଓ ଷ୍ଟେଟ୍‌ ପୁଲରୁ ୩୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।