ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୧୫୩୫ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୫୩୧୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1295728525538861056?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୭ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, କୋରାପୁଟରୁ ୭୩, ବରଗଡ଼ରୁ ୭୦, ନୟାଗଡ଼ରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨, କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡ଼ାରୁ ୨୦, ସମ୍ୱଲପୁରରୁ ୨୦, ଝାରସୁଗୁଡ଼ାରୁ ୧୯, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୭, ଢେଙ୍କାନାଳରୁ ୧୫, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗିରିରୁ ୭, ବୌଦ୍ଧରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୨ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।
Crime
ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ! ଘେରିଲେ ଗାଁ ଲୋକ
ପ୍ରଧାନଶିକ୍ଷକଙ୍କୁ ଠେଲାପେଲା କରିବା ସହିତ ବିଦ୍ୟାଳୟର ଏକ କୋଠରୀରେ ଭର୍ତ୍ତି କରି ତାଲା ପକାଇଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ABEO ସ୍କୁଲରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରିଥିଲେ
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।