୪୦ ହଜାର ଅତିକ୍ରମ କଲା ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୧୫୩୫ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୫୩୧୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 2 from Nuapada 1 from Sonepur The total recovered cases of Odisha now stand at 45314 — H & FW Dept Odisha (@HFWOdisha) August 18, 2020 ଆଜି ଆରୋଗ୍ୟ […]

corona-in-jajpur

Manoranjan Sial
  • Published: Tuesday, 18 August 2020
  • , Updated: 18 August 2020, 08:30 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆରୋଗ୍ୟ ହେଲେ ୧୫୩୫ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୫୩୧୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1295728525538861056?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୭ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, କୋରାପୁଟରୁ ୭୩, ବରଗଡ଼ରୁ ୭୦, ନୟାଗଡ଼ରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨, କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡ଼ାରୁ ୨୦, ସମ୍ୱଲପୁରରୁ ୨୦, ଝାରସୁଗୁଡ଼ାରୁ ୧୯, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୭, ଢେଙ୍କାନାଳରୁ ୧୫, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗିରିରୁ ୭, ବୌଦ୍ଧରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୨ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related story