ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ସୁସ୍ଥ ହେଲେ ୧୬୨୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୯୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି।
https://twitter.com/HFWOdisha/status/1296097781958864897?s=20
୧୬୨୧ ସୁସ୍ଥଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୪ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀ ୮୫, କୋରାପୁଟ ୬୯, ନୂଆପଡ଼ା ୬୮, ବାଲେଶ୍ୱରରୁ ୮୮, ନୟାଗଡ଼ରୁ ୬୨, ବରଗଡ଼ରୁ ୫୪, କଳାହାଣ୍ଡିରୁ ୪୩, ସୁନ୍ଦରଗଡ଼ରୁ ୪୧, କନ୍ଧମାଳରୁ ୨୫, ମାଲକାନଗିରିରୁ ୩୩, ଯାଜପୁରରୁ ୩୨, ଢେଙ୍କାନାଳରୁ ୨୫, କେନ୍ଦ୍ରାପଡ଼ାରୁ ୨୩ ଓ ଭଦ୍ରକରୁ ୨୨ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ବଲାଙ୍ଗିର ୨୨, ମୟୂରଭଞ୍ଜ ୨୧, ଝାରସୁଗୁଡ଼ା ୨୦ ରାୟଗଡ଼ା ୧୮, କେନ୍ଦୁଝର ୧୭ ସମ୍ବଲପୁର ୧୪ ବୌଦ୍ଧ ୧୧ ଓ ନବରଙ୍ଗପୁର ୮ ଜଣ, ଜଗତସିଂହପୁରରୁ ୩ ସୋନପୁରରୁ ୨ ଓ ଅନୁଗୋଳରୁ ୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।