ଆରୋଗ୍ୟ ହେଲେ ୧୬୨୧ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ସୁସ୍ଥ ହେଲେ ୧୬୨୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୯୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇଛି। 3 from Jagatsinghpur 2 from Sonepur 1 from Angul The total recovered cases of Odisha now stand at 46935 — H & FW Dept Odisha (@HFWOdisha) August […]

corona-updates

corona-updates

Manoranjan Sial
  • Published: Wednesday, 19 August 2020
  • Updated: 19 August 2020, 10:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ସୁସ୍ଥ ହେଲେ ୧୬୨୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୯୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇଛି।

https://twitter.com/HFWOdisha/status/1296097781958864897?s=20

୧୬୨୧ ସୁସ୍ଥଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୪ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀ ୮୫, କୋରାପୁଟ ୬୯, ନୂଆପଡ଼ା ୬୮, ବାଲେଶ୍ୱରରୁ ୮୮, ନୟାଗଡ଼ରୁ ୬୨, ବରଗଡ଼ରୁ ୫୪, କଳାହାଣ୍ଡିରୁ ୪୩,  ସୁନ୍ଦରଗଡ଼ରୁ ୪୧, କନ୍ଧମାଳରୁ ୨୫, ମାଲକାନଗିରିରୁ ୩୩, ଯାଜପୁରରୁ ୩୨, ଢେଙ୍କାନାଳରୁ ୨୫, କେନ୍ଦ୍ରାପଡ଼ାରୁ ୨୩ ଓ ଭଦ୍ରକରୁ ୨୨ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ବଲାଙ୍ଗିର ୨୨, ମୟୂରଭଞ୍ଜ ୨୧, ଝାରସୁଗୁଡ଼ା ୨୦ ରାୟଗଡ଼ା ୧୮, କେନ୍ଦୁଝର ୧୭ ସମ୍ବଲପୁର ୧୪ ବୌଦ୍ଧ ୧୧ ଓ ନବରଙ୍ଗପୁର ୮ ଜଣ, ଜଗତସିଂହପୁରରୁ ୩ ସୋନପୁରରୁ ୨ ଓ ଅନୁଗୋଳରୁ ୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story