Advertisment

କରୋନାରୁ ସୁସ୍ଥ ହେଲେ ୧୬୪୧ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୬୪୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨,୮୫,୧୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1641 Covid patients have recovered and are being discharged on 06.11.2020 182 from Khordha149 from Mayurbhanj122 from Jagatsinghpur109 from Cuttack84 from Anugul83 from Sundargarh78 from Bolangir76 from […]

ଖୁସି ଖବର! ସ୍ପୁଟନିକ ପରେ ଆଉ ଏକ ଟିକାକୁ ଅନୁମତି ଦେଲା ଋଷିଆ

CORONA VACCINE

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୬୪୧ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨,୮୫,୧୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1324715008136155139?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୨ ଜଣ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୋଳରୁ ୮୪, ସୁନ୍ଦରଗଡ଼ରୁ ୮୩, ବଲାଙ୍ଗିରରୁ ୭୮, ବାଲେଶ୍ୱରରୁ ୭୬, କେନ୍ଦ୍ରାପଡ଼ାରୁ ୬୩, କେନ୍ଦୁଝରରୁ ୫୬, ମାଲକାନଗିରିରୁ ୫୪, କୋରାପୁଟରୁ ୫୧, କଳାହାଣ୍ଡିରୁ ୪୮, ନୂଆପଡ଼ାରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୨, ବରଗଡ଼ରୁ ୪୮, ନୟାଗଡ଼ରୁ ୩୩, ଢେଙ୍କାନାଳରୁ ୩୨, ଗଞ୍ଜାମରୁ ୩୨, ଝାରସୁଗୁଡ଼ାରୁ ୩୨, ସମ୍ବଲପୁରରୁ ୨୯, ଭଦ୍ରକରୁ ୨୫, ଯାଜପୁରରୁ ୨୨, ସୁବର୍ଣ୍ଣପୁରରୁ ୧୮, ବୌଦ୍ଧରୁ ୧୭, ଦେବଗଡ଼ରୁ ୧୩, କନ୍ଧମାଳରୁ ୧୨, ରାୟଗଡ଼ାରୁ ୧୨, ଗଜପତିରୁ ୪ ଓ ଷ୍ଟେଟପୁଲରୁ ୩୩ ଜଣ ସୁସ୍ଥ ହୋଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe