Advertisment

ଆରୋଗ୍ୟ ହେଲେ ୧୬୮୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆରୋଗ୍ୟ ହେଲେ ୧୬୮୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୮୬୮୫୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 1683 Covid patients have recovered and are being discharged on 07.11.2020 217 from Khordha113 from Sundargarh104 from Cuttack91 from Boudh83 from Kalahandi80 from Mayurbhanj78 from Baleswar76 from […]

ଅଦ୍ୟତନ ହୋଇଛି
ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ, ତାଙ୍କର ରହିଛି ପଶ୍ଚିମବଙ୍ଗ ଲିଙ୍କ

corona-in-jajpur

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆରୋଗ୍ୟ ହେଲେ ୧୬୮୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୮୬୮୫୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1325095658982764544?s=20

ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୨୧୭ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୧୩, କଟକରୁ ୧୦୪, ବୌଦ୍ଧରୁ ୯୧, କଳାହାଣ୍ଡିରୁ ୮୩, ମୟୂରଭଞ୍ଜରୁ ୮୦, ବାଲେଶ୍ୱରରୁ ୭୮, ନୂଆପଡ଼ାରୁ ୭୬, ପୁରୀରୁ ୭୬, ଅନୁଗୋଳରୁ ୬୪, କୋରାପୁଟରୁ ୬୧, କେନ୍ଦୁଝରରୁ ୫୯,  ଜଗତସିଂହପୁରରୁ ୫୫, ଢେଙ୍କାନାଳରୁ ୫୨, କେନ୍ଦ୍ରାପଡ଼ାରୁ ୫୨, ବଲାଙ୍ଗିରିରୁ ୪୬, ଭଦ୍ରକରୁ ୪୦, ଯାଜପୁରରୁ ୩୪, ନୟାଗଡ଼ରୁ ୩୪, ମାଲକାନଗିରିରୁ ୩୩, ବରଗଡ଼ରୁ ୩୨, ନବରଙ୍ଗପୁରରୁ ୩୨, ଝାରସୁଗୁଡ଼ାରୁ ୨୩, ଗଞ୍ଜାମରୁ ୨୬, ସୋନପୁରରୁ ୨୩, ସମ୍ୱଲପୁରରୁ ୨୦, ରାୟଗଡ଼ାରୁ ୧୪, କନ୍ଧମାଳରୁ ୧୨, ଗଜପତିରୁ ୭ ଓ ଷ୍ଟେଟ୍‌ ପୁଲରୁ ୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe