ସୁସ୍ଥ ହେଲେ ୧୭ ‘କରୋନା’ ଆକ୍ରାନ୍ତ; କେଉଁ ଜିଲ୍ଲାରେ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୭ ‘କରୋନା’ ଆକ୍ରାନ୍ତ ସୁସ୍ଥ ହେଲେ। ସେଥିରୁ ସୁନ୍ଦରଗଡରୁ ୭, ଖୋର୍ଦ୍ଧାରୁ ୫, ଭଦ୍ରକରୁ ୩ ଓ ବାଲେଶ୍ୱରରୁ ୨ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। Another 17 COVID cases have recovered and tested negative for #COVID19. They are […]

Corona-8 (1)

Manoranjan Sial
  • Published: Monday, 11 May 2020
  • , Updated: 11 May 2020, 04:37 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୭ ‘କରୋନା’ ଆକ୍ରାନ୍ତ ସୁସ୍ଥ ହେଲେ। ସେଥିରୁ ସୁନ୍ଦରଗଡରୁ ୭, ଖୋର୍ଦ୍ଧାରୁ ୫, ଭଦ୍ରକରୁ ୩ ଓ ବାଲେଶ୍ୱରରୁ ୨ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1259789338843512832?s=20

ଆଜି ସୁଦ୍ଧା ରାଜ୍ୟରେ ୩୯୧ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୩୦୩ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହା ଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Related story