ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୭୭୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୨୨୭୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1297185228885094400?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ୱଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡ଼ାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯, ସୁନ୍ଦରଗଡ଼ରୁ ୬୮, ବାଲେଶ୍ୱରରୁ ୫୮, ନୟାଗଡ଼ରୁ ୫୧, କଳାହାଣ୍ଡିରୁ ୩୮, କେନ୍ଦୁଝରରୁ ୩୮, ବରଗଡ଼ରୁ ୩୨, ଗଜପତିରୁ ୩୦, ବଲାଙ୍ଗିରିରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡ଼ାରୁ ୨୨, ଢେଙ୍କାନାଳ ୨୦, ଝାରସୁଗୁଡ଼ାରୁ ୧୯, ଜଗତସିଂହପୁରରୁ ୧୫, ଅନୁଗୋଳରୁ ୭, ନୂଆପଡ଼ାରୁ ୪ ଓ ସୋନପୁରରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।