ଆରୋଗ୍ୟ ହେଲେ ୧୭୭୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୭୭୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୨୨୭୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 4 each from Nuapada & Sonepur The total recovered cases of Odisha now stand at 52276 — H & FW Dept Odisha (@HFWOdisha) August 22, 2020 ଆଜି ଆରୋଗ୍ୟ ହୋଇଥିବା […]

corona

corona

Manoranjan Sial
  • Published: Saturday, 22 August 2020
  • Updated: 22 August 2020, 09:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୭୭୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୨୨୭୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1297185228885094400?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ୱଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡ଼ାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯, ସୁନ୍ଦରଗଡ଼ରୁ ୬୮, ବାଲେଶ୍ୱରରୁ ୫୮, ନୟାଗଡ଼ରୁ ୫୧, କଳାହାଣ୍ଡିରୁ ୩୮, କେନ୍ଦୁଝରରୁ ୩୮, ବରଗଡ଼ରୁ ୩୨, ଗଜପତିରୁ ୩୦,  ବଲାଙ୍ଗିରିରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡ଼ାରୁ ୨୨, ଢେଙ୍କାନାଳ ୨୦, ଝାରସୁଗୁଡ଼ାରୁ ୧୯,  ଜଗତସିଂହପୁରରୁ ୧୫, ଅନୁଗୋଳରୁ ୭, ନୂଆପଡ଼ାରୁ ୪ ଓ ସୋନପୁରରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos